ଅପରାଧ ପ୍ଲଟ ବ୍ୟବସାୟୀ ସୁଧୀର ପାତ୍ର ଅପହରଣ ଓ ହତ୍ୟା ଘଟଣା , ଝିଆରୀ ମୁଖ୍ୟ ଅଭିଯୁକ୍ତ l Pradeep Kar April 23, 2026 ଗଂଜାମ ଜିଲ୍ଲା ବ୍ରହ୍ମପୁର ଉପକଣ୍ଠ କରାପଲି ଗାଁର ପ୍ଲଟ ବ୍ୟବସାୟୀ ସୁଧୀର ପାତ୍ର ଅପହରଣ ଓ ହତ୍ୟା ଘଟଣାରେ ସୁଧୀରଙ୍କ ପୁତୁରା ଓ ଝିଆରୀ ତଥା ସତ୍ୟନାରାୟଣପୁର ଗ୍ରାମର ତୁଷାର କୁମାର ପାତ୍ର ଓ