ରାଜ୍ୟ ଅପରେସନ୍ ସିନ୍ଦୂର’ର ସଫଳତା ନେଇ ଉତ୍ସବଭଞ୍ଜନଗରରେ ବିଶାଳ ତ୍ରିରଙ୍ଗା ବାଇକ୍ ଶୋଭା ଯାତ୍ରା Rakii May 15, 2025 ଭଞ୍ଜନଗର,(ଏସ.ଏମ.ପି):- ଆତଙ୍କବାଦ ବିରୋଧୀ ଅଭିଯାନ ‘ଅପରେସନ୍ ସିନ୍ଦୂର’ର ସଫଳତା ପରେ ଗୁରୁବାର ଭଞ୍ଜନଗରରେ,ଭାରତର ବୀର ସୈନିକ ମାନଙ୍କୁ ସେମାନଙ୍କ ସାହାସିକ ପଦକ୍ଷେପ କୁ ସଂମାନ ଜଣାଇ ଭଞ୍ଜନଗର ଉପଖଣ୍ଡ ସ୍ତରୀୟ ବିଶାଳ ତ୍ରିରଙ୍ଗା ବାଇକ୍