ଗତକାଲି ରାତିରେ ଗୋଳନ୍ଥରା ଥାନା ଅନ୍ତର୍ଗତ ସିଙ୍ଗାବାଡି ଗ୍ରାମ ନିକଟରେ ହରେଶ ନାୟକ ନାମକ ଜଣେ ଯୁବକଙ୍କୁ ଖଣ୍ଡାରେ ହାଣିଲେ ଦୁର୍ବୁତ୍ତ । ଦାଦା ବଟି ନ ଦେବାରୁ ଦୁର୍ବୁତ୍ତମାନେ ଖଣ୍ଡାରେ ଆକ୍ରମଣ କରିଥିବା ସୂଚନା ।
ଦାବି ବଟି ନ ଦେବାରୁ ଯୁବକଙ୍କୁ ଖଣ୍ଡାରେ ହାଣିଲେ ଦୁର୍ବୁତ୍ତ