ଗଞ୍ଜାମ ଏସପି ଶୁଭେନ୍ଦୁ ପାତ୍ରଙ୍କ ବଦଳି, ହରିଶ ବି.ସି ନେଲେ ଦାୟିତ୍ୱ

Pradeep Kar

ଗଞ୍ଜାମ ଜିଲ୍ଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହେବା ପରେ ଗଞ୍ଜାମ ଜିଲ୍ଲା ଏସପି ଶୁଭେନ୍ଦୁ ପାତ୍ରଙ୍କୁ ବଦଳି କରାଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ଆଦେଶ ଅନୁସାରେ ନୂତନ ଗଞ୍ଜାମ ଏସପି ଭାବେ ହରିଶ ବି.ସିଙ୍କୁ ନିଯୁକ୍ତି ଦିଆଯାଇଛି।ନୂତନ ଏସପି ଭାବେ ହରିଶ ବି.ସି ଦାୟିତ୍ୱ ଗ୍ରହଣ କରିଥିବା ସୂଚନା ମିଳିଛି। ଜିଲ୍ଲାରେ ଆଇନ ଶୃଙ୍ଖଳା ସୁଧାର ଏବଂ ଅପରାଧ ନିୟନ୍ତ୍ରଣକୁ ପ୍ରାଥମିକତା ଦିଆଯିବ ବୋଲି ପ୍ରଶାସନ ପକ୍ଷରୁ ଏସ ପି ଶ୍ରୀ ହରିଶ ଙ୍କୁ ଦାୟିତ୍ୱ ଭାର ପ୍ରଦାନ କରାଯାଇଛି l

Also Read

Tags