**ITDA ବାଲିଗୁଡ଼ା AEE ବୈକୁଣ୍ଠନାଥ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍**-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ**-ଭୁବନେଶ୍ବରର ୪ଟି ଘର ସମେତ ମୋଟ୍ ୯ଟି ସ୍ଥାନରେ ରେଡ୍**-ITDA କାର୍ଯ୍ୟାଳୟ ଓ ବାଲିଗୁଡ଼ା ସରକାରୀ ଘରେ ଚାଲିଛି ଚଢ଼ାଉ**-ଯାଜପୁର ଧର୍ମଶାଳା ପୈତୃକ ଘର ଓ ବାରିପଦା ସଂପର୍କୀୟଙ୍କ ଘରେ ବି ରେଡ୍ l
ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ





