ବୁଗୁଡ଼ା, ବିକ୍ରିପାଇଁ ଗ୍ରାହକ ଅପେକ୍ଷାରେ ଥିବା ଜଣେ ବ୍ୟକ୍ତି ଠାରୁ ୧୦୦ ଗ୍ରାମ ଧଳା ଜହର ଜବତ କରିବା ସହ ଗୋଟିଏ ହୋଣ୍ଡା ସାଇନ ବାଇକକୁ ମଧ୍ୟ ଜବତ କରି ଏହି ଘଟଣାରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ଅବକାରୀ ବିଭାଗ। ଗିରଫ ବ୍ୟକ୍ତି ଜଣକ ହେଉଛନ୍ତି ଗଞ୍ଜାମ ଜିଲ୍ଲା ବୁଗୁଡ଼ା ଥାନା ଅନ୍ତର୍ଗତ ଗୋଲିଆ ଗ୍ରାମର ଅରୁଣ ପଲେଇ।
ବୁଗୁଡ଼ା ଅବକାରୀ ବିଭାଗର ବଡ଼ ସଫଳତା, ୧୦୦ ଗ୍ରାମ ଧଳା ଜହର ସହ ଜଣେ ଗିରଫ





