ଶୁଭେନ୍ଦୁ ହେବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

Pradeep Kar

ପଶ୍ଚିମବଙ୍ଗ, 08/05 : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା । ଶୁଭେନ୍ଦୁ ଅଧିକାରୀ ବିଜେପି ବିଧାୟକ ଦଳ ନେତା ନିର୍ବାଚିତ । ଶୁଭେନ୍ଦୁ ଅଧିକାରୀ ହେବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ । ଆସନ୍ତାକାଲି ଦିନ 11ଟାରେ ନେବେ ଶପଥ ।

Also Read

Tags