ରାଜ୍ୟସଭା ପାଇଁ ପ୍ରାର୍ଥୀ ଘୋଷଣା କଲେ ବିଜେପି l ଦେବାଶିଷ ସାମନ୍ତରାୟ ବିଜେପିର ରାଜ୍ୟସଭା ପ୍ରାର୍ଥୀ l ନିକଟରେ ରାଜ୍ୟସଭା ପଦରୁ ଇସ୍ତଫା ଦେଇଥିଲେ ଦେବାଶିଷ l ବିଜେଡି ଛାଡ଼ି ବିଜେପିରେ ସାମିଲ୍ ହୋଇଥିଲେ ଦେବାଶିଷ l ଜୁନ୍ ୧୮ରେ ହେବ ରାଜ୍ୟସଭା ଉପନିର୍ବାଚନ l
ଦେବାଶିଷ ସାମନ୍ତରାୟ ରାଜ୍ୟସଭା ପ୍ରାର୍ଥୀ





