ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ

Pradeep Kar

ରାଜ୍ୟସଭାକୁ ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ l ବିଜେପି ପ୍ରାର୍ଥୀ ଭାବେ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେଲେ ଦେବାଶିଷ l ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ଉପନିର୍ବାଚନ ଭୋଟିଂ ଦରକାର ପଡ଼ିଲାନି l

Also Read

Tags