ନବୀନ ନିବାସରେ ଗୁରୁତ୍ବପୂର୍ଣ୍ଣ ବୈଠକ ପ୍ରସଙ୍ଗ I ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରତିକ୍ରିୟା I ବରିଷ୍ଠ ନେତାଙ୍କ ସହ ଆଲୋଚନା କଲେ ନବୀନ ପଟ୍ଟନାୟକ I ପାଠ୍ୟ ପୁସ୍ତକରେ ତ୍ରୁଟି ଏକ ଅପରାଧ I ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦେବା ଉଚିତ’ରାଜ୍ୟବ୍ୟାପି ଏହାକୁ ନେଇ ପ୍ରତିବାଦ ଚାଲିଛି I କ୍ରାଇମବ୍ରାଞ୍ଚ ତଦନ୍ତ କେବଳ ଏକ ପ୍ରହସନ I କେତେ ଦିନ ପୂର୍ବ ସରକାରଙ୍କୁ ଦୋଷ ଦେବେ ବୋଲି ପ୍ରସନ୍ନଙ୍କ ପ୍ରଶ୍ନ I
ପାଠ୍ୟ ପୁସ୍ତକରେ ତ୍ରୁଟି ଏକ ଅପରାଧ





