ଆସନ୍ତା ୧୫ ତାରିଖ ଦିନ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି । ଏନେଇ ସୋମବାର ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଆଲୋଚନା ପରେ ଉଚ୍ଚଶିକ୍ଷା ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି । ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସୂଚନା ଅନୁଯାୟୀ କଲେଜ ପକ୍ଷରୁ ୭ ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତି । ୯ ତାରିଖରେ ନାମାଙ୍କନ ଦାଖଲ ନେଇ ମନ୍ତ୍ରୀଙ୍କ ସୂଚନା । ୧୬ ତାରିଖରେ ଶପଥ ନେବେ ନବ ନିର୍ବାଚିତ ଛାତ୍ରନେତା । ୧୬ ତାରିଖରେ ଶପଥ ନେବେ ନବ ନିର୍ବାଚିତ ଛାତ୍ରନେତା । ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏନେଇ ଖୁବଶୀଘ୍ର ବିଜ୍ଞପ୍ତି ଆସିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।
୧୫ରେ ଛାତ୍ର ସଂସଦ ନିର୍ବାଚନ I ଦୀର୍ଘ ବର୍ଷର ଅପେକ୍ଷାର ଅନ୍ତଃ ହୋଇଛି





