ବିନାୟକ ଆଚାର୍ଯ୍ୟ ମହାବିଦ୍ୟାଳୟର ଚଳିତ ଛାତ୍ର ସଂସଦ ନିର୍ବାଚନରେ ପ୍ରାର୍ଥୀ ହୋଇଥିବା ଛାତ୍ରଛାତ୍ରୀମାନେ ବ୍ରହ୍ମପୁରର ପୂର୍ବତନ ବିଧାୟକ ଡକ୍ଟର ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ ସାରଙ୍କୁ ସାକ୍ଷାତ କରି ତାଙ୍କଠାରୁ ଆଶୀର୍ବାଦ ଗ୍ରହଣ କରିଥିଲେ। ସମସ୍ତ ପ୍ରାର୍ଥୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଓ ଛାତ୍ର ରାଜନୀତିରେ ସଫଳତା କାମନା କରୁଛୁ।ବିନାୟକ ଆଚାର୍ଯ୍ୟ ମହାବିଦ୍ୟାଳୟର ଛାତ୍ର ସଂସଦ ନିର୍ବାଚନରେ ପ୍ରାର୍ଥୀ ହୋଇଥିବା ଛାତ୍ରଛାତ୍ରୀଙ୍କ ସୌଜନ୍ୟମୂଳକ ସାକ୍ଷାତ। ବିନାୟକ ଆଚାର୍ଯ୍ୟ ମହାବିଦ୍ୟାଳୟର ଚଳିତ ଛାତ୍ର ସଂସଦ ନିର୍ବାଚନରେ ପ୍ରାର୍ଥୀ ହୋଇଥିବା ଛାତ୍ରଛାତ୍ରୀମାନେ ବ୍ରହ୍ମପୁରର ପୂର୍ବତନ ବିଧାୟକ ଡକ୍ଟର ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ ସାରଙ୍କୁ ସାକ୍ଷାତ କରି ତାଙ୍କଠାରୁ ଆଶୀର୍ବାଦ ଗ୍ରହଣ କରିଥିଲେ। ସମସ୍ତ ପ୍ରାର୍ଥୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଓ ଛାତ୍ର ରାଜନୀତିରେ ସଫଳତା କାମନା କରୁଛୁ।
ବିନାୟକ ଆଚାର୍ଯ୍ୟ ମହାବିଦ୍ୟାଳୟର ଛାତ୍ର ସଂସଦ ନିର୍ବାଚନରେ ପ୍ରାର୍ଥୀ ହୋଇଥିବା ଛାତ୍ରଛାତ୍ରୀଙ୍କ ସୌଜନ୍ୟମୂଳକ ସାକ୍ଷାତ





