ଗଞ୍ଜାମ,(ଏସ.ଏମ.ପି):-
ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ ଜରଡ଼ା ଥାନା ଠଣାଗାଁ ରାସ୍ତା ନିକଟରେ ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୩ ଜଣଙ୍କ ମୃତ୍ୟୁ ଘଟିଛି।ଦୁଇ ବାଇକ୍ ମୁହାମୁହିଁ ଧକ୍କା, ବାପାପୁଅ ସମେତ ୩ ମୃତଘଟଣାସ୍ଥଳରେ ହିଁ ସୁନୀଲ ଓ ରାଜେଶଙ୍କର ମୃତ୍ୟୁ ଘଟିଥିଲା। ସୁନୀଲଙ୍କ ବାପା ଦଉ ଗୁରୁତର ଭାବେ ଆହତ ହୋଇଥିଲେ। ତାଙ୍କୁ ପାତ୍ରପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।