ଭୁବେନେଶ୍ୱର,(ଏସ.ଏମ.ପି):-
ଶକ୍ତିଶ୍ରୀ କାର୍ଯ୍ୟକ୍ରମ ଘୋଷଣା ଶିକ୍ଷାନୁଷ୍ଠାନରେ ଛାତ୍ରୀଙ୍କ ସୁରକ୍ଷା ପାଇଁ ସରକାରଙ୍କ ବଡ଼ ଘୋଷଣା-ଉଚ୍ଚ ଶିକ୍ଷାନୁଷ୍ଠାନ ପାଇଁ କାର୍ଯ୍ୟକାରୀ ହେବ ‘ଶକ୍ତିଶ୍ରୀ’ କାର୍ଯ୍ୟକ୍ରମ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ-ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ହାତକୁ ନିଆଯିବ-ମହିଳାଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ କାର୍ଯ୍ୟ କରିବ-ଏଥିପାଇଁ ଏକ ୬ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ କରାଯିବ