ବୋର୍ଡ କାର୍ଯ୍ୟାଳୟରେ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏଥର ଫର୍ମ ପୂରଣ କରିଥିଲେ ୫,୪୪,୬୭୦ ଜଣ ଛାତ୍ର ଛାତ୍ରୀ-ପରୀକ୍ଷା ଦେଇଥିଲେ ୫,୩୬,୩୦୬ ପରୀକ୍ଷାର୍ଥୀ-ଅନୁପସ୍ଥିତ ଛାତ୍ରଛାତ୍ରୀଙ୍କ ସଂଖ୍ୟା ୮୩୬୪-ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀଙ୍କ ସଂଖ୍ୟା ୫,୧୯,୨୫୧-ଚଳିତ ବର୍ଷ ପାସ୍ ହାର ୯୫.୩୩ ପ୍ରତିଶତ ରହିଛି୩୩୧୦ ବିଦ୍ୟାଳୟରେ ଶତ ପ୍ରତିଶତ ରେଜଲ୍ଟ ରହିଛି-A1ରେ ୨୪୫୬ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ-A2ରେ ୧୫,୬୮୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ-B1ରେ ୪୩,୫୬୫ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ-B2ରେ ୮୬,୧୦୩ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ-Cରେ ୧,୨୯,୮୧୩ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ-Dରେ ୧,୪୬,୧୫୨ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ-Eରେ ୯୫,୪୮୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି
ପ୍ରକାଶ ପାଇଲା ଦଶମ ଶ୍ରେଣୀର ପରୀକ୍ଷା ଫଳାଫଳ





