ଭୁବନେଶ୍ବର, 05/05 : ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ବେଳେ ମାଡ଼ିବସିଲା ପୋଲିସ l ରୋଗୀ ନୁହେଁ ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା ଗଞ୍ଜେଇ l ସିକ୍ରେଟ୍ ଚାମ୍ବରରେ ଚାଲାଣ ବେଳେ ଧରିଲା ନୟାପଲ୍ଲୀ ଥାନା ପୋଲିସ l ଆମ୍ବୁଲାନ୍ସ ଜବତ, ସହ ୨ ବେପାରୀଙ୍କୁ ଗିରଫ କଲା ପୋଲିସି l
ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ