ମେ ୨୬ରୁ ଆରମ୍ଭ ହେବ ଯୁକ୍ତ ୨ ନାମଲେଖା ପ୍ରକ୍ରିୟା ସାମ୍ସ ୱେବସାଇଟରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ I ଜୁଲାଇ ୮ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା I ଜୁଲାଇ ୯ରୁ ୧୫ ମଧ୍ୟରେ ହେବ ପ୍ରଥମ ପର୍ଯ୍ୟାୟ ନାମଲେଖା ଅଗଷ୍ଟ ୧୨ ସୁଦ୍ଧା ସମସ୍ତ ପର୍ଯ୍ୟାୟ ନାମଲେଖା ଶେଷ ହେବ I ଜୁଲାଇ ୨୩ରୁ ଆରମ୍ଭ ହେବ ଏକାଦଶ ଶ୍ରେଣୀ ପାଠପଢ଼ା
ମେ ୨୬ରୁ ଯୁକ୍ତ ୨ ନାମଲେଖା ଆରମ୍ଭ





