୨୦ ଲକ୍ଷ ଭୋଟରଙ୍କ ନାଁ କଟିଲା

Pradeep Kar

ରାଜ୍ୟରେ SIR ପ୍ରକ୍ରିୟାରେ କଟିଲା ୨୦ ଲକ୍ଷ ୧୪ ହଜାର ଭୋଟରଙ୍କ ନାଁ-ସୂଚନା ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍‌.ଏସ୍‌ ଗୋପାଳନ-ରାଜ୍ୟରେ ବର୍ତ୍ତମାନ ରହିଛନ୍ତି ୩ କୋଟି ୧୩ ଲକ୍ଷ ଭୋଟର-ଅଯୋଗ୍ୟ ବ୍ୟକ୍ତିଙ୍କୁ ଚିଠା ତାଲିକାରୁ ବାଦ ଦେବା ପ୍ରାଥମିକତା: ସିଇଓ-ଭୁଲରେ କାହାର ନାଁ କଟିଥିଲେ ଏନେଇ ଆବେଦନ କରିପାରିବେ-BLOଙ୍କୁ କଲ୍‌ କରି ଅଥବା ୱେବସାଇଟରେ ନାଁ ଅଛି କି ନାହିଁ ଚେକ୍‌ କରିହେବ-ନାଁ ନଥିଲେ ଫର୍ମ-୬ର ଆନେକ୍ସର-୪ ଅନୁଯାୟୀ ଆବେଦନ କରିହେ ୧୮ ବର୍ଷରୁ ଊର୍ଦ୍ଧ୍ବ ସମସ୍ତେ ଆବେଦନ କରି ପାରିବା ନେଇ ସୂଚନା l

Also Read

Tags