ଜୁଲାଇରେ ୧୭ ପ୍ରତିଶତ ଅଧିକ ବର୍ଷା

Pradeep Kar

ଜୁଲାଇ ୧ରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୧୭% ଅଧିକ ବର୍ଷା I ଜଳ ସଂପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତଙ୍କ ସୂଚନା I ବଲାଙ୍ଗିରରେ ଅଧିକ ବର୍ଷା, କିଛି ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି’ I ସାପୁଆ ନଦୀରେ ବନ୍ୟା, ମଧୁସୂଦନପାଟଣା ଓ କାକୁଡ଼ିଆ ଗାଁରେ ପାଣି’ I ବାଲେଶ୍ୱର ଜିଲ୍ଲା ମଥାନୀରେ ବିପଦ ସଙ୍କେତ ନିକଟତର ଜଳସ୍ତର’ I ସାପୁଆ ନଦୀରେ ପାଣି ବଢିଲେ ଢେଙ୍କାନାଳ ଓ ଆଠଗଡ଼ ପ୍ରଭାବିତ ଆଶଙ୍କା’ ଆସନ୍ତାକାଲି ସୁଦ୍ଧା ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର I

Also Read

Tags