ପୁରୀ: ଆଜି ଶ୍ରୀଗୁଣ୍ଡିଚା ମନ୍ଦିରରେ ଆଡ଼ପ ଦର୍ଶନ ୬ ଘଣ୍ଟା ବନ୍ଦ I ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ I ରାତି ୯ଟାରୁ ବିଳମ୍ବିତ ରାତି ୩ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ I ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ଦର୍ଶନ ବନ୍ଦ I
ଆଡ଼ପ ଦର୍ଶନ ୬ ଘଣ୍ଟା ବନ୍ଦ