ଜେଲ୍ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା

Pradeep Kar

ବଢ଼ିଲା ଜେଲ୍ କର୍ମଚାରୀ ଓ ଅଧିକାରୀମାନଙ୍କ ବାର୍ଷିକ ପୋଷାକ ଭତ୍ତା I ୨ ଗୁଣା ପୋଷାକ ଭତ୍ତା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ I ୩୭୮ ଅଧିକାରୀଙ୍କ ପୋଷାକ ଭତ୍ତା ୩୦୦୦ରୁ ୬୦୦୦ ଟଙ୍କାକୁ ବୃଦ୍ଧି I ଚିଫ୍‌ ୱାର୍ଡର୍, ୱାର୍ଡର୍ ଓ ମହିଳା ୱାର୍ଡରଙ୍କ ପୋଷାକ ଭତ୍ତା ୮ ହଜାରକୁ ବୃଦ୍ଧି I ବର୍ଷକୁ ଅତିରିକ୍ତ ୯୬.୨୨ ଲକ୍ଷ ଟଙ୍କା ଖର୍ଚ୍ଚ ହେବ I ଉପକୃତ ହେବେ ୨୫୦୦ କର୍ମଚାରୀ ଓ ଅଧିକାରୀ I ଚଳିତ ଆର୍ଥିକ ବର୍ଷରୁ ଏହି ନୂଆ ପୋଷାକ ଭତ୍ତା ଲାଗୁ ହେବ I

Also Read

Tags