୪ରୁ ବଢିବ ଓମ୍‌ଫେଡ ଦୁଗ୍ଧ ଦର

Pradeep Kar

ଆସନ୍ତା ୪ରୁ ଦୁଗ୍ଧ ଦର ବୃଦ୍ଧି କରିବ ଓମ୍‌ଫେଡ୍‌ I ଟୋନ୍‌ଡ ଦୁଗ୍ଧ ଲିଟର ପ୍ରତି ୪ ଟଙ୍କା ବୃଦ୍ଧି I ଲିଟର ୫୪ ଟଙ୍କାରୁ ବୃଦ୍ଧି ପାଇ ହେବ ୫୮ ଟଙ୍କା I ଟୋନ୍‌ଡ ଦୁଗ୍ଧ ପ୍ୟାକେଟ୍‌ (୫୦୦ ମି.ଲି) ୨ ଟଙ୍କା ବୃଦ୍ଧି I ପ୍ରିମିୟମ ଦୁଗ୍ଧ ଲିଟର ପ୍ରତି ୨ ଟଙ୍କା ବୃଦ୍ଧି I ଲିଟର ୫୮ ଟଙ୍କାରୁ ବୃଦ୍ଧି ପାଇ ହେବ ୬୦ ଟଙ୍କା I ପ୍ରିମିୟମ ଦୁଗ୍ଧ ପ୍ୟାକେଟ୍‌ (୫୦୦ ମି.ଲି) ୧ ଟଙ୍କା ବୃଦ୍ଧି I ଗୋଲ୍ଡ ପ୍ଲସ୍‌ ଦୁଗ୍ଧ ଲିଟର ପ୍ରତି ୨ ଟଙ୍କା ବୃଦ୍ଧି I ଲିଟର ୬୪ ଟଙ୍କାରୁ ବୃଦ୍ଧି ପାଇ ହେବ ୬୬ ଟଙ୍କା I ଗୋଲ୍ଡ ପ୍ଲସ୍ ଦୁଗ୍ଧ ପ୍ୟାକେଟ୍‌ (୫୦୦ ମି.ଲି) ୧ ଟଙ୍କା ବୃଦ୍ଧି I

Also Read

Tags