ବନ୍ୟା କ୍ଷୟକ୍ଷତି ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Pradeep Kar

ଘର ଭାଙ୍ଗିଥିଲେ ମିଳିବ ଲକ୍ଷେ ୩୦ I ଅଣଜଳସେଚିତ ଜମି ପାଇଁ ହେକ୍ଟର ପିଛା ୮୫୦୦ ଟଙ୍କା ଦିଆଯିବ I ଜଳସେଚିତ ଜମି ପାଇଁ ହେକ୍ଟର ପିଛା ୧୭ ହଜାର ଟଙ୍କା ଦିଆଯିବ I ବାରମାସୀ ଫସଲ ପାଇଁ ହେକ୍ଟର ପିଛା ମିଳିବ ୨୨,୫୦୦ ଟଙ୍କା I ପ୍ରଭାବିତ ପରିବାରକୁ ୫୦ କେଜି ଚାଉଳ, ୨୫୦୦ ଟଙ୍କା ଦିଆଯିବ I ସମତଳ ଅଞ୍ଚଳରେ ଘର ଭାଙ୍ଗିଥିଲେ ୧ ଲକ୍ଷ ୨୦ ହଜାର ଟଙ୍କା ମିଳିବ I ପାର୍ବତ୍ୟ ଅଞ୍ଚଳରେ ଘର ଭାଙ୍ଗିଥିଲେ ମିଳିବ ୧ ଲକ୍ଷ ୩୦ ହଜାର ଟଙ୍କା I ଉଠା ଦୋକାନୀ, ଅସ୍ଥାୟୀ ଷ୍ଟଲ୍‌ ପାଇଁ ମିଳିବ ୧୦ ହଜାର ଟଙ୍କା I ବଡ଼ ବାଣିଜ୍ୟିକ ପ୍ରତିଷ୍ଠାନକୁ ମିଳିବ ୨୫ ହଜାର ଟଙ୍କା I କ୍ଷୟକ୍ଷତି ଆକଳନ ସଂପୂର୍ଣ୍ଣ ହୋଇନି, ସଂପୂର୍ଣ୍ଣ ହେଲେ ଆହୁରି ସହାୟତା I

Also Read

Tags