ଘୂର୍ଣ୍ଣିବଳୟ ସକ୍ରିୟ ପ୍ରଭାବରେ ଲଘୁଚାପ ସୃଷ୍ଟି ସମ୍ଭାବନା-ଆସନ୍ତା ୨୮ ଓ ୨୯ ବେଳକୁ ଲଘୁଚାପ ସୃଷ୍ଟି ସମ୍ଭାବନା-ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା-ପରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା-ଲଘୁଚାପ ପ୍ରଭାବରେ କାଳବୈଶାଖୀ ପ୍ରଭାବ ଜୋର ରହିବ-ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ




